Online Bible

- Reklamy -




ରତର ବିବରଣ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିରେ ସେ ମୁହଁ ମାଡ଼ି ଭୂମିରେ ପଡ଼ି ତାହାକୁ କହିଲା, “ମୁଁ ବିଦେଶିନୀ ହେଲେ ହେଁ ଆପଣ ମୋହର ପରିଚୟ ନେଉଅଛନ୍ତି, ଆପଣଙ୍କ ଦୃଷ୍ଟିରେ ଏତେ ଅନୁଗ୍ରହ ମୁଁ କିପରି ପାଇଲି?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଏଥିରେ ସେ ମୁହଁମାଡ଼ି ଭୂମିରେ ପଡ଼ି ତାହାକୁ କହିଲା, ମୁଁ ବିଦେଶିନୀ ହେଲେ ହେଁ ଆପଣ ମୋହର ପରିଚୟ ନେଉଅଛନ୍ତି, ଆପଣଙ୍କ ଦୃଷ୍ଟିରେ ଏତେ ଅନୁଗ୍ରହ ମୁଁ କିପରି ପାଇଲି?

Viz kapitola kopírovat

ଓଡିଆ ବାଇବେଲ

10 ଏଥିରେ ସେ ମୁହଁମାଡ଼ି ଭୂମିରେ ପଡ଼ି ତାହାକୁ କହିଲା, “ମୁଁ ବିଦେଶିନୀ ହେଲେ ହେଁ ଆପଣ ମୋହର ପରିଚୟ ନେଉଅଛନ୍ତି, ଆପଣଙ୍କ ଦୃଷ୍ଟିରେ ଏତେ ଅନୁଗ୍ରହ ମୁଁ କିପରି ପାଇଲି ?”

Viz kapitola kopírovat

ପବିତ୍ର ବାଇବଲ

10 ଏହା ପରେ ଋତ ତାଙ୍କୁ ପ୍ରଣାମ କଲା। ସେ ବୋୟାଜଙ୍କୁ ପଗ୍ଭରିଲା, “ମୁଁ ଆଶ୍ଚର୍ଯ୍ୟ ହେଉଛି, ତୁମ୍ଭେ ତ ମୋତେ ଆଗରୁ କେବେବି ଦେଖି ନାହଁ। ମୁଁ ବିଦେଶୀନୀ ହେଲେବି ତୁମ୍ଭେ ମୋ’ ପ୍ରତି ଦୟା ଦେଖାଇ ଅଛ।”

Viz kapitola kopírovat




ରତର ବିବରଣ 2:10

Následuj nás:

Reklamy


Reklamy