ରତର ବିବରଣ 2:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେ ତାହା ନେଇ ନଗରକୁ ଗଲା; ଆଉ ସେ ଯାହା ସାଉଣ୍ଟିଥିଲା, ତାହାର ଶାଶୁ ତାହା ଦେଖିଲା ଓ ଭୋଜନ ସମୟରେ ତୃପ୍ତ ହେଲା ଉତ୍ତାରେ ଯାହା ବଳକା ରଖିଥିଲା ତାହା ମଧ୍ୟ ବାହାର କରି ତାହାକୁ ଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଅନନ୍ତର ସେ ତାହା ନେଇ ନଗରକୁ ଗଲା; ଆଉ ସେ ଯାହା ସାଉଣ୍ଟିଥିଲା, ତାହାର ଶାଶୁ ତାହା ଦେଖିଲା ଓ ଭୋଜନ ସମୟରେ ତୃପ୍ତ ହେଲା ଉତ୍ତାରେ ଯାହା ଅବଶିଷ୍ଟ ରଖିଥିଲା; ତାହା ମଧ୍ୟ ବାହାର କରି ତାହାକୁ ଦେଲା। Viz kapitolaଓଡିଆ ବାଇବେଲ18 ସେ ତାହା ନେଇ ନଗରକୁ ଗଲା; ଆଉ ସେ ଯାହା ସାଉଣ୍ଟିଥିଲା, ତାହାର ଶାଶୁ ତାହା ଦେଖିଲା ଓ ଭୋଜନ ସମୟରେ ତୃପ୍ତ ହେଲା ଉତ୍ତାରେ ଯାହା ବଳକା ରଖିଥିଲା ତାହା ମଧ୍ୟ ବାହାର କରି ତାହାକୁ ଦେଲା। Viz kapitolaପବିତ୍ର ବାଇବଲ18 ଋତକୁ ଏହା ପରେ ଶସ୍ୟଗୁଡ଼ିକ ନେଇ ନଗରକୁ ଯାଇ ତା'ର ଶାଶୁକୁ ଦେଲା ଏବଂ ସାଙ୍ଗରେ ଆଣିଥିବା ଅବଶିଷ୍ଟ ଖାଦ୍ୟ ତାଙ୍କୁ ଦେଲା। Viz kapitola |