ରତର ବିବରଣ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ ଦେଖ, ବୋୟଜ ବେଥଲିହିମଠାରୁ ଆସି ଶସ୍ୟକଟାଳିମାନଙ୍କୁ କହିଲା, “ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ,” ସେମାନେ ଉତ୍ତର କଲେ, “ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆଉ ଦେଖ, ବୋୟଜ ବେଥ୍ଲିହିମଠାରୁ ଆସି ଶସ୍ୟଚ୍ଛେଦକମାନଙ୍କୁ କହିଲା, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ; ସେମାନେ ଉତ୍ତର କଲେ,ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ। Viz kapitolaଓଡିଆ ବାଇବେଲ4 ଆଉ ଦେଖ, ବୋୟଜ ବେଥଲିହିମଠାରୁ ଆସି ଶସ୍ୟକଟାଳିମାନଙ୍କୁ କହିଲା, “ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ,” ସେମାନେ ଉତ୍ତର କଲେ, “ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ।” Viz kapitolaପବିତ୍ର ବାଇବଲ4 ଏହା ପରେ ବୋୟାଜ ବୈଥ୍ଲେହମରୁ ନିଜର କ୍ଷେତକୁ ଆସିଲା। ଏବଂ ଶ୍ରମିକମାନଙ୍କୁ ଅଭ୍ୟର୍ଥନା କଲା, “ସଦାପ୍ରଭୁ ତୁମ୍ଭମାନଙ୍କର ସହିତ ଥାଆନ୍ତୁ।” ସେମାନେ ଉତ୍ତର ଦେଲେ, “ସଦାପ୍ରଭୁ ଆପଣଙ୍କୁ ମଧ୍ୟ ଆଶୀର୍ବାଦ କରନ୍ତୁ।” Viz kapitola |