ରତର ବିବରଣ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ବୋୟଜ ରୂତକୁ କହିଲା, “ଆହେ ମୋହର କନ୍ୟା, ମୋର କଥା କି ଶୁଣୁ ନାହଁ? ତୁମ୍ଭେ ବଳକା ଶସ୍ୟ ସଂଗ୍ରହ କରିବା ପାଇଁ ଅନ୍ୟ କ୍ଷେତ୍ରକୁ ନ ଯାଅ, ପୁଣି ଏହି ସ୍ଥାନରୁ ନ ଯାଅ, ମାତ୍ର ଏଠାରେ ମୋର ଦାସୀଗଣର ସଙ୍ଗେ ସଙ୍ଗେ ଥାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହିଁରେ ବୋୟଜ ରୂତକୁ କହିଲା, ଆଗୋ ମୋହର କନ୍ୟେ, ମୋର କଥା କି ଶୁଣୁ ନାହଁ? ତୁମ୍ଭେ ରାଁ କରିବା ପାଇଁ ଅନ୍ୟ କ୍ଷେତ୍ରକୁ ନ ଯାଅ, ପୁଣି ଏହି ସ୍ଥାନରୁ ନ ଯାଅ, ମାତ୍ର ଏଠାରେ ମୋର ଦାସୀଗଣର ସଙ୍ଗେ ସଙ୍ଗେ ଥାଅ। Viz kapitolaଓଡିଆ ବାଇବେଲ8 ତହିଁରେ ବୋୟଜ ରୂତକୁ କହିଲା, “ଆହେ ମୋହର କନ୍ୟା, ମୋର କଥା କି ଶୁଣୁ ନାହଁ ? ତୁମ୍ଭେ ବଳକା ଶସ୍ୟ ସଂଗ୍ରହ କରିବା ପାଇଁ ଅନ୍ୟ କ୍ଷେତ୍ରକୁ ନ ଯାଅ, ପୁଣି ଏହି ସ୍ଥାନରୁ ନ ଯାଅ, ମାତ୍ର ଏଠାରେ ମୋର ଦାସୀଗଣର ସଙ୍ଗେ ସଙ୍ଗେ ଥାଅ। Viz kapitolaପବିତ୍ର ବାଇବଲ8 ଏହା ପରେ ବୋୟାଜ ଋତକୁ କହିଲେ, “ଆଗୋ ମୋର କନ୍ୟା, ମୋର କଥା ଶୁଣ। ମୋ’ କ୍ଷେତରୁ ତୁମ୍ଭେ ନିଜ ପାଇଁ ଶସ୍ୟ ସଂଗ୍ରହ କର। ତୁମ୍ଭର ଅନ୍ୟ କାହାର କ୍ଷେତକୁ ଯିବା ଦରକାର ନାହିଁ। ମାତ୍ର ମୋର ଦାସୀଗଣଙ୍କ ପଛରେ ଯାଅ। Viz kapitola |