ରତର ବିବରଣ 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ତାହାର ଶାଶୁ ନୟମୀ ତାହାକୁ କହିଲା, “ଆହେ ମୋହର କନ୍ୟା, ଯେଉଁଥିରେ ତୁମ୍ଭର ମଙ୍ଗଳ ହେବ, ଏପରି ଆଶ୍ରୟ ସ୍ଥାନ ମୁଁ କି ତୁମ୍ଭ ପାଇଁ ଚେଷ୍ଟା କରିବି ନାହିଁ? Viz kapitolaପବିତ୍ର ବାଇବଲ (Re-edited) - (BSI)1 ଏଥି ଉତ୍ତାରେ ତାହାର ଶାଶୁ ନୟମୀ ତାହାକୁ କହିଲା, ଆଗୋ ମୋହର କନ୍ୟେ, ଯହିଁରେ ତୁମ୍ଭର ମଙ୍ଗଳ ହେବ, ଏପରି ଆଶ୍ରୟସ୍ଥାନ ମୁଁ କି ତୁମ୍ଭ ପାଇଁ ଚେଷ୍ଟା କରିବି ନାହିଁ? Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ତାହାର ଶାଶୁ ନୟମୀ ତାହାକୁ କହିଲା, “ଆହେ ମୋହର କନ୍ୟା, ଯେଉଁଥିରେ ତୁମ୍ଭର ମଙ୍ଗଳ ହେବ, ଏପରି ଆଶ୍ରୟସ୍ଥାନ ମୁଁ କି ତୁମ୍ଭ ପାଇଁ ଚେଷ୍ଟା କରିବି ନାହିଁ ? Viz kapitolaପବିତ୍ର ବାଇବଲ1 ଏହା ପରେ ନୟମୀ ଋତର ଶାଶୁ ତାଙ୍କୁ କହିଲେ, “ହେ ମୋର କନ୍ୟା, ମୁଁ ତୁମ୍ଭ ପାଇଁ ଏକ ନିରାପଦ ଗୃହ ପାଇବା ପାଇଁ ଚେଷ୍ଟା କରିବି। ଏହା ତୁମ୍ଭର ମଙ୍ଗଳ ହେବ। Viz kapitola |