ରତର ବିବରଣ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ? ଦେଖ, ସେ ଆଜି ରାତ୍ରି ନିଜ ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ? ଦେଖ, ସେ ଆଜି ରାତ୍ରି ଆପଣା ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି। Viz kapitolaଓଡିଆ ବାଇବେଲ2 ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ ? ଦେଖ, ସେ ଆଜି ରାତ୍ରି ନିଜ ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି। Viz kapitolaପବିତ୍ର ବାଇବଲ2 ହୋଇପାରେ ବୋୟାଜ ହେଉଛନ୍ତି ଉପଯୁକ୍ତ ପ୍ରସ୍ତାବ। ବୋୟାଜ ହେଉଛି ଆମ୍ଭର ନିକଟ ସମ୍ପର୍କୀୟ। ତୁମ୍ଭେ ତାଙ୍କ ଦାସୀମାନଙ୍କ ସହିତ କାମ କରିଛ। ସେ ଆଜି ଆପଣା ଖଳାରେ ରାତ୍ରି ସମୟରେ ଜବ ଝାଡ଼ୁଅଛି। Viz kapitola |