ରତର ବିବରଣ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଣୁ ତୁମ୍ଭେ ଏବେ ସ୍ନାନ କର ଓ ତୈଳ ମର୍ଦ୍ଦନ କର ଓ ନିଜ (ଉତ୍ତମ) ବସ୍ତ୍ର ପରିଧାନ କରି ସେହି ଖଳାକୁ ଯାଅ; ମାତ୍ର ସେ ମନୁଷ୍ୟ ଭୋଜନପାନ ନ ସାରିବା ପର୍ଯ୍ୟନ୍ତ ତାହାକୁ ନିଜର ପରିଚୟ ଦିଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏଣୁ ତୁମ୍ଭେ ଏବେ ସ୍ନାନ କର ଓ ତୈଳ ମର୍ଦ୍ଦନ କର ଓ ଆପଣା (ଉତ୍ତମ) ବସ୍ତ୍ର ପରିଧାନ କରି ସେହି ଖଳାକୁ ଯାଅ; ମାତ୍ର ସେ ମନୁଷ୍ୟ ଭୋଜନପାନ ନ ସାରିବା ପର୍ଯ୍ୟନ୍ତ ତାହାକୁ ଆପଣାର ପରିଚୟ ଦିଅ ନାହିଁ। Viz kapitolaଓଡିଆ ବାଇବେଲ3 ଏଣୁ ତୁମ୍ଭେ ଏବେ ସ୍ନାନ କର ଓ ତୈଳ ମର୍ଦ୍ଦନ କର ଓ ନିଜ (ଉତ୍ତମ) ବସ୍ତ୍ର ପରିଧାନ କରି ସେହି ଖଳାକୁ ଯାଅ; ମାତ୍ର ସେ ମନୁଷ୍ୟ ଭୋଜନପାନ ନ ସାରିବା ପର୍ଯ୍ୟନ୍ତ ତାହାକୁ ନିଜର ପରିଚୟ ଦିଅ ନାହିଁ। Viz kapitolaପବିତ୍ର ବାଇବଲ3 ତୁମ୍ଭେ ସ୍ନାନ କରି ସୁନ୍ଦର ପୋଷାକ ପିନ୍ଧି ସେହି ଖଳାକୁ ଯାଅ। ମାତ୍ର ସେହି ମନୁଷ୍ୟ ଭୋଜନ ପାନ ନସାରିବା ପର୍ଯ୍ୟନ୍ତ ତାକୁ ଆପଣାର ପରିଚୟ ଦିଅ ନାହିଁ। Viz kapitola |