Online Bible

- Reklamy -




ରତର ବିବରଣ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମୁକ୍ତି ଓ ପାଲଟ ବିଷୟକ ସବୁ କଥା ସ୍ଥିର କରିବା ପାଇଁ ପୂର୍ବକାଳରେ ଇସ୍ରାଏଲ ବଂଶର ଏହିରୂପ ରୀତି ଥିଲା ଯେ, ଜଣେ ନିଜ ପାଦୁକା କାଢ଼ି ଅନ୍ୟ ଜଣକୁ ଦେଲା, ଆଉ ଏହା ଇସ୍ରାଏଲ ମଧ୍ୟରେ ସାକ୍ଷ୍ୟ ସ୍ୱରୂପ ହେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ମୁକ୍ତି ଓ ପାଲଟ ବିଷୟକ ସବୁ କଥା ସ୍ଥିର କରିବା ପାଇଁ ପୂର୍ବକାଳରେ ଇସ୍ରାଏଲ ବଂଶର ଏହିରୂପ ରୀତି ଥିଲା ଯେ, ଜଣେ ଆପଣା ପାଦୁକା କାଢ଼ି ଆନ ଜଣକୁ ଦେଲା, ଆଉ ଏହା ଇସ୍ରାଏଲ ମଧ୍ୟରେ ସାକ୍ଷ୍ୟ ସ୍ଵରୂପ ହେଲା।

Viz kapitola kopírovat

ଓଡିଆ ବାଇବେଲ

7 ମୁକ୍ତି ଓ ପାଲଟ ବିଷୟକ ସବୁ କଥା ସ୍ଥିର କରିବା ପାଇଁ ପୂର୍ବକାଳରେ ଇସ୍ରାଏଲ ବଂଶର ଏହିରୂପ ରୀତି ଥିଲା ଯେ, ଜଣେ ନିଜ ପାଦୁକା କାଢ଼ି ଅନ୍ୟ ଜଣକୁ ଦେଲା, ଆଉ ଏହା ଇସ୍ରାଏଲ ମଧ୍ୟରେ ସାକ୍ଷ୍ୟ ସ୍ୱରୂପ ହେଲା।

Viz kapitola kopírovat

ପବିତ୍ର ବାଇବଲ

7 ବହୁ ଦିନ ପୂର୍ବରୁ ଯେତେବେଳେ ଲୋକମାନେ ସେମାନଙ୍କର କଠଉ ଅନ୍ୟକୁ ଦିଅନ୍ତି, ଏହା ଇସ୍ରାଏଲରେ ବନ୍ଧକ ସମ୍ପତ୍ତି ମୁକୁଳାଇବାର ସାକ୍ଷୀ ଅଟେ।

Viz kapitola kopírovat




ରତର ବିବରଣ 4:7

Následuj nás:

Reklamy


Reklamy