ପରମ ଗୀତ 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହେ ମୋʼ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି? Viz kapitolaପବିତ୍ର ବାଇବଲ (Re-edited) - (BSI)7 ହେ ମୋʼ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି? Viz kapitolaଓଡିଆ ବାଇବେଲ7 ହେ ମୋ’ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି ? Viz kapitolaପବିତ୍ର ବାଇବଲ7 ହେ ମୋର ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ଗୋରୁଗାଈ ଚରାଉ ଅଛ? ମଧ୍ୟାହ୍ନରେ କେଉଁଠାରେ ଶୟନ କରାଉ ଅଛ, ତାହା ମୋତେ ଜଣାଅ। ତୁମ୍ଭ ସାଙ୍ଗ ଗହଣରେ ମୁଁ କାହିଁକି ଜଣେ ଓଢ଼ଣା ଦେଉଥିବା ସ୍ତ୍ରୀଲୋକପରି ହେବି? Viz kapitola |