ପରମ ଗୀତ 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହେ ନାରୀଗଣ ମଧ୍ୟରେ ପରମସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଗୋ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ଯେବେ ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ପ.ଗୀ.୫:୯ ଓ ମେଷପାଳମାନଙ୍କ ତମ୍ଵୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ। Viz kapitolaଓଡିଆ ବାଇବେଲ8 ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ। Viz kapitolaପବିତ୍ର ବାଇବଲ8 ହେ ନାରୀ, ତୁମ୍ଭେ କେତେ ସୁନ୍ଦରୀ! ନିଶ୍ଚୟ ତୁମ୍ଭେ ଜାଣ କ’ଣ କରିବାକୁ ହେବ। ମେଷମାନଙ୍କୁ ଅନୁସରଣ କର ଏବଂ ତୁମ ମେଷଗଣଙ୍କୁ ମେଷପାଳକ ତମ୍ବୁ ନିକଟରେ ଚରାଅ। Viz kapitola |