ପରମ ଗୀତ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏହି ତ ମୋʼ ପ୍ରିୟତମଙ୍କ ରବ! ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏ ତ ମୋʼ ପ୍ରିୟତମଙ୍କ ରବ ! ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି। Viz kapitolaଓଡିଆ ବାଇବେଲ8 ଏହି ତ ମୋ’ ପ୍ରିୟତମଙ୍କ ରବ ! ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି। Viz kapitolaପବିତ୍ର ବାଇବଲ8 ମୁଁ ମୋର ପ୍ରିୟତମାର ରବ ଶୁଣୁ ଅଛି। ଦେଖ ସେ ପର୍ବତଗଣ ଉପରେ ଲୁଚି ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁ ଅଛନ୍ତି। Viz kapitola |