ପରମ ଗୀତ 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେ ତହିଁର ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁନାର, ତହିଁର ଆସନ ବାଇଗଣିଆ ରଙ୍ଗର କଲେ, ତହିଁର ମଧ୍ୟଭାଗ ଯିରୂଶାଲମର କନ୍ୟାମାନଙ୍କର ଦ୍ୱାରା ପ୍ରେମରେ ମଣ୍ଡିତ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେ ତହିଁର ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁନାର, ତହିଁର ଆସନ ବାଇଗଣିଆ ରଙ୍ଗର କଲେ, ତହିଁର ମଧ୍ୟଭାଗ ଯିରୂଶାଲମର କନ୍ୟାମାନଙ୍କର ଦ୍ଵାରା ପ୍ରେମରେ ମଣ୍ତିତ। Viz kapitolaଓଡିଆ ବାଇବେଲ10 ସେ ତହିଁର ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁନାର, ତହିଁର ଆସନ ବାଇଗଣିଆ ରଙ୍ଗର କଲେ, ତହିଁର ମଧ୍ୟଭାଗ ଯିରୂଶାଲମର କନ୍ୟାମାନଙ୍କର ଦ୍ୱାରା ପ୍ରେମରେ ମଣ୍ଡିତ। Viz kapitolaପବିତ୍ର ବାଇବଲ10 ସେ ତହିଁରେ ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁବର୍ଣ୍ଣର ଓ ତହିଁର ଆସନ ବାଇଗଣି ରଙ୍ଗର ଏବଂ ତହିଁର ଭିତର ପାଖଗୁଡ଼ିକ, ପ୍ରେମ ନିମନ୍ତେ ଯିରୁଶାଲମର ଚତୁର୍ପାର୍ଶ୍ୱର ଗ୍ରାମଗୁଡ଼ିକ ସାମଗ୍ରୀ ଦ୍ୱାରା ସଜ୍ଜିତ ହୋଇଥିଲା। Viz kapitola |