ପରମ ଗୀତ 4:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ମୋହର ପ୍ରିୟେ, ହେ ମୋହର କନ୍ୟା, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆଗୋ ମୋହର ଭଗିନୀ, ଆଗୋ ମୋହର କନ୍ୟେ, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକ ଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ। Viz kapitolaଓଡିଆ ବାଇବେଲ9 ହେ ମୋହର ପ୍ରିୟେ, ହେ ମୋହର କନ୍ୟା, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକ ଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ। Viz kapitolaପବିତ୍ର ବାଇବଲ9 ହେ ମୋର ଭଉଣୀ, ହେ ମୋର କନ୍ୟା, ତୁମ୍ଭେ ମୋର ହୃଦୟକୁ ତୁମ୍ଭର ଚକ୍ଷୁର ଗୋଟିଏ ଗ୍ଭହାଣିରେ ଏବଂ ଗୋଟିଏ ଅଳଙ୍କାର ହାରରେ ଗ୍ଭେରି କରିଅଛି। Viz kapitola |