ପରମ ଗୀତ 5:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତାଙ୍କର ଗାଲ ସୁଗନ୍ଧି ଲତାର କିଆରି ସ୍ୱରୂପ, ସୁଗନ୍ଧି ତୃଣର ତଟ ସ୍ୱରୂପ; ତାଙ୍କର ଓଷ୍ଠାଧର କଇଁଫୁଲ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତାଙ୍କର ଗଣ୍ତଦେଶ ସୁଗନ୍ଧି ଲତାର କିଆରି ସ୍ଵରୂପ, ସୁଗନ୍ଧି ତୃଣର ତଟ ସ୍ଵରୂପ; ତାଙ୍କର ଓଷ୍ଠାଧର ଶୋଶନ୍ ପୁଷ୍ପ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ। Viz kapitolaଓଡିଆ ବାଇବେଲ13 ତାଙ୍କର ଗାଲ ସୁଗନ୍ଧି ଲତାର କିଆରି ସ୍ୱରୂପ, ସୁଗନ୍ଧି ତୃଣର ତଟ ସ୍ୱରୂପ; ତାଙ୍କର ଓଷ୍ଠାଧର କଇଁଫୁଲ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ। Viz kapitolaପବିତ୍ର ବାଇବଲ13 ତାଙ୍କର ଗଣ୍ଡଦେଶ ସୁଗନ୍ଧି ଲତାର କିଆରି ସ୍ୱରୂପ ସୁଗନ୍ଧି ତୃଣର ତଟ ସ୍ୱରୂପ। ତାଙ୍କର ଓଷ୍ଠାଧର କଇଁଫୁଲ ତୁଲ୍ୟ ତହିଁରୁ ଦ୍ରବ ଗନ୍ଧରସ ଝରେ। Viz kapitola |