Online Bible

- Reklamy -




ପରମ ଗୀତ 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହେ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋʼ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଆଗୋ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋʼ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ।

Viz kapitola kopírovat

ଓଡିଆ ବାଇବେଲ

8 ହେ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋ’ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ।

Viz kapitola kopírovat

ପବିତ୍ର ବାଇବଲ

8 ଆଗୋ ଯିରୁଶାଲମର କନ୍ୟାଗଣ। ଯେବେ ତୁମ୍ଭେମାନେ ମୋ’ ପ୍ରିୟତମଙ୍କ ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମ ପତିତା ବୋଲି ତୁମ୍ଭେ ତାଙ୍କୁ କହିବ।

Viz kapitola kopírovat




ପରମ ଗୀତ 5:8

Následuj nás:

Reklamy


Reklamy