ପରମ ଗୀତ 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ନାରୀଗଣ ମଧ୍ୟରେ ପରମାସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ? Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆଗୋ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ? Viz kapitolaଓଡିଆ ବାଇବେଲ9 ହେ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ? Viz kapitolaପବିତ୍ର ବାଇବଲ9 ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ। ତୁମ୍ଭର ପ୍ରେମିକ ଅନ୍ୟ ପ୍ରେମିକମାନଙ୍କ ଅପେକ୍ଷା କିପରି ଭଲ ଅଟନ୍ତି? ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଏହି ଶପଥ କରାଉଅଛ? Viz kapitola |