ପରମ ଗୀତ 6:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ନାରୀଗଣ ମଧ୍ୟରେ ପରମସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି କୁହ? Viz kapitolaପବିତ୍ର ବାଇବଲ (Re-edited) - (BSI)1 ଆଗୋ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜିପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁ ଦିଗ ଧରିଅଛନ୍ତି? Viz kapitolaଓଡିଆ ବାଇବେଲ1 ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି ? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁଆଡେ ଯାଇଛନ୍ତି କୁହ ? Viz kapitolaପବିତ୍ର ବାଇବଲ1 ଆଗୋ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ। ତୁମ୍ଭର ପ୍ରିୟତମ କୁଆଡ଼େ ଯାଇଛନ୍ତି। ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେମନ୍ତ ଖୋଜି ପାରିବା ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁ ଆଡ଼କୁ ଯାଇଛନ୍ତି କୁହ। Viz kapitola |