Online Bible

- Reklamy -




ପରମ ଗୀତ 6:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମାତ୍ର ମୋʼ କପୋତୀ, ମୋʼ ଶୁଦ୍ଧମତି ଅଦ୍ୱିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ମାତ୍ର ମୋʼ କପୋତୀ, ମୋʼ ଶୁଦ୍ଧମତି ଅଦ୍ଵିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପନିୀଗଣ ତାହାକୁ ପ୍ରଶଂସା କଲେ।

Viz kapitola kopírovat

ଓଡିଆ ବାଇବେଲ

9 ମାତ୍ର ମୋ’ କପୋତୀ, ମୋ’ ଶୁଦ୍ଧମତି ଅଦ୍ୱିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ।

Viz kapitola kopírovat

ପବିତ୍ର ବାଇବଲ

9 ମାତ୍ର ମୋ’ କପୋତୀ, ମୋର ନିପୁଣାଟି ଅଦ୍ୱିତୀୟା। ସେ ଆପଣା ମାତାର ଏକମାତ୍ର। ସେ ଜଣଙ୍କର ପ୍ରିୟ ଯିଏ ତାକୁ ଗର୍ଭଧାରଣ କଲେ। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ। ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ।

Viz kapitola kopírovat




ପରମ ଗୀତ 6:9

Následuj nás:

Reklamy


Reklamy