ପରମ ଗୀତ 7:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ମହନୟିମସ୍ଥ ନୃତ୍ୟକୁ ଯେପରି, ସେପରି କାହିଁକି ତୁମ୍ଭେମାନେ ଶୂଲମିୟାକୁ ଅନାଇବ? ଆଗୋ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର। ତୁମ୍ଭର କଟିମଣ୍ତଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରନିହାର ସ୍ଵରୂପ। Viz kapitolaଓଡିଆ ବାଇବେଲ1 ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ। Viz kapitolaପବିତ୍ର ବାଇବଲ1 ଆଗୋ ରାଜକନ୍ୟା, ପାଦୁକାରେ ତୁମ୍ଭ ଚରଣ କେତେ ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ। Viz kapitola |