ପରମ ଗୀତ 7:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋʼ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ଚାଲିଯାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋʼ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ନିଦ୍ରିତ ଲୋକମାନଙ୍କ ଓଷ୍ଠାଧରରେ ଧୀରେ ଧୀରେ ଚାଲିଯାଏ। Viz kapitolaଓଡିଆ ବାଇବେଲ9 ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋ’ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ଚାଲିଯାଏ। Viz kapitolaପବିତ୍ର ବାଇବଲ9 ତୁମ୍ଭର ଚୁମ୍ବନ ସର୍ବୋତ୍ତମ, ଦ୍ରାକ୍ଷାରସ ତୁଲ୍ୟ, ସେହି ଦ୍ରାକ୍ଷାରସ ମୋ’ ପ୍ରିୟତମାଙ୍କ ଗଳ ଦେଶରେ ଧୀର ଭାବରେ ଗଳିଯାଏ ଏବଂ ମୋର ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ବହିଯାଏ। Viz kapitola |