ପରମ ଗୀତ 8:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆଗୋ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ। Viz kapitolaଓଡିଆ ବାଇବେଲ4 ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ। Viz kapitolaପବିତ୍ର ବାଇବଲ4 ହେ ଯିରୁଶାଲମର ଚତୁର୍ପାର୍ଶ୍ୱର କ୍ଷେତ୍ରସବୁ, ମୋ’ ନିକଟରେ ଶପଥ କର ଯେ, ଉଚିତ୍ ସମୟ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜାଗ୍ରତ କର ନାହିଁ। Viz kapitola |