ତୀତସ 1:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେମାନେ ଈଶ୍ବରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି, କିନ୍ତୁ ସେମାନେ ଆପଣା କର୍ମ ଦ୍ୱାରା ତାହାଙ୍କୁ ଅସ୍ବୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେମାନେ ଈଶ୍ଵରଙ୍କୁ ଜାଣନ୍ତି ବୋଲି ସ୍ଵୀକାର କରନ୍ତି, କିନ୍ତୁ ସେମାନଙ୍କ କର୍ମ ଦ୍ଵାରା ତାହାଙ୍କୁ ଅସ୍ଵୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି ସମସ୍ତ ସତ୍କର୍ମର ଅଯୋଗ୍ୟ। Viz kapitolaଓଡିଆ ବାଇବେଲ16 ସେମାନେ ଈଶ୍ୱରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ । Viz kapitolaପବିତ୍ର ବାଇବଲ (CL) NT (BSI)16 ସେମାନେ ଈଶ୍ୱରଙ୍କୁ ଜାଣିଛନ୍ତି ବୋଲି ଜୋର କରି କହନ୍ତି, କିନ୍ତୁ କାର୍ଯ୍ୟତଃ ସେମାନେ ଏ କଥା ଅସ୍ୱୀକାର କରନ୍ତି। ସେମାନେ ବିଦ୍ୱେଷପୂର୍ଣ୍ଣ ଏବଂ ଦୁର୍ଦ୍ଦାନ୍ତ - କୌଣସି ସତ୍କାର୍ଯ୍ୟ ସାଧନ କରିବାକୁ ସେମାନେ ଯୋଗ୍ୟ ନୁହନ୍ତି। Viz kapitolaପବିତ୍ର ବାଇବଲ16 ସେ ଲୋକମାନେ କୁହନ୍ତି ଯେ ସେମାନେ ପରମେଶ୍ୱରଙ୍କୁ ଜାଣିଛନ୍ତି। କିନ୍ତୁ ଯେଉଁସବୁ ମନ୍ଦ କାମ ସେମାନେ କରୁଛନ୍ତି, ସେଥିରୁ ଜଣାଯାଏ ଯେ ସେମାନେ ପରମେଶ୍ୱରଙ୍କୁ ଗ୍ରହଣ କରନ୍ତି ନାହିଁ। ସେମାନେ ଭୟଙ୍କର ଲୋକ, ଆଜ୍ଞା ବିରୋଧୀ ଓ କୌଣସି ଭଲ କାମ ପାଇଁ ଅଯୋଗ୍ୟ। Viz kapitola |