ଯିଖରୀୟ 1:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ‘ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ୱନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।’” Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ଵନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ। Viz kapitolaଓଡିଆ ବାଇବେଲ17 ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ୱନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।” Viz kapitolaପବିତ୍ର ବାଇବଲ17 ସେହି ସ୍ୱର୍ଗଦୂତ ମଧ୍ୟ କହିଲେ, “ସର୍ବଶକ୍ତିମାନ୍ ସଦାପ୍ରଭୁ କହନ୍ତି, ‘ଆମ୍ଭର ନଗରଗୁଡ଼ିକ ଉତ୍ତମ ସାମଗ୍ରୀରେ ଉଛୁଳିବ। ଆମ୍ଭର ସିୟୋନ ପ୍ରତି ଦୟା ରହିବ। ଆମ୍ଭେ ପୁନର୍ବାର ଯିରୁଶାଲମକୁ ଆପଣା ବିଶେଷ ନଗର ରୂପେ ମନୋନୀତ କରିବା।’” Viz kapitola |