ଯିଖରୀୟ 11:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ସଦାପ୍ରଭୁ ମୋତେ କହିଲେ, “ଏହା କୁମ୍ଭକାର ନିକଟରେ ପକାଇଦିଅ, ଏହି ବିଲକ୍ଷଣ ମୂଲ୍ୟରେ ସେମାନେ ଆମ୍ଭର ମୂଲ୍ୟ ନିର୍ଣ୍ଣୟ କରିଅଛନ୍ତି।” ତହିଁରେ ମୁଁ ସେହି ତିରିଶ ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ଗୃହରେ କୁମ୍ଭକାର ନିକଟରେ ପକାଇଦେଲି Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ, ସଦାପ୍ରଭୁ ମୋତେ କହିଲେ, ଏହା କୁମ୍ଭକାର ନିକଟରେ ପକାଇ ଦିଅ, ଏହି ବିଲକ୍ଷଣ ମୂଲ୍ୟରେ ସେମାନେ ଆମ୍ଭର ମୂଲ୍ୟ ନିର୍ଣ୍ଣୟ କରିଅଛନ୍ତି। ତହିଁରେ ମୁଁ ସେହି ତିରିଶ ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ଗୃହରେ କୁମ୍ଭକାର ନିକଟରେ ପକାଇ ଦେଲି। Viz kapitolaଓଡିଆ ବାଇବେଲ13 ଆଉ, ସଦାପ୍ରଭୁ ମୋତେ କହିଲେ, “ଏହା କୁମ୍ଭକାର ନିକଟରେ ପକାଇ ଦିଅ, ଏହି ବିଲକ୍ଷଣ ମୂଲ୍ୟରେ ସେମାନେ ଆମ୍ଭର ମୂଲ୍ୟ ନିର୍ଣ୍ଣୟ କରିଅଛନ୍ତି।” ତହିଁରେ ମୁଁ ସେହି ତିରିଶ ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ଗୃହରେ କୁମ୍ଭକାର ନିକଟରେ ପକାଇ ଦେଲି Viz kapitolaପବିତ୍ର ବାଇବଲ13 ତା'ପରେ ସଦାପ୍ରଭୁ ମୋତେ କହିଲେ, “ସେହି ମହତ ମୂଲ୍ୟକୁ ଫୋପାଡ଼ି ଦିଅ, କାରଣ ସେମାନେ ଆମ୍ଭର ମୂଲ୍ୟ ରାଜକୋଷ ମଧ୍ୟରୁ ନିରୂପଣ କଲେ।” ତେଣୁ ମୁଁ ସେହି ତିରିଶ୍ଟି ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ମନ୍ଦିରର କୋଷାଗାରରେ ପକାଇ ଦେଲି। Viz kapitola |