ଯିଖରୀୟ 11:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପୁନର୍ବାର ଏକ ନିର୍ବୋଧ ମେଷପାଳକର ସଜ ନିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଅନନ୍ତର ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ପୁନର୍ବାର ଏକ ନିର୍ବୋଧ ପାଳକର ସଜ ନିଅ। Viz kapitolaଓଡିଆ ବାଇବେଲ15 ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପୁନର୍ବାର ଏକ ନିର୍ବୋଧ ମେଷପାଳକର ସଜ ନିଅ।” Viz kapitolaପବିତ୍ର ବାଇବଲ15 ତା'ପରେ ସଦାପ୍ରଭୁ ମୋତେ କହିଲେ, “ପୁନର୍ବାର ସେହି ନିର୍ବୋଧ ମେଷପାଳକର ସାଜ ଦିଅ। Viz kapitola |