ଯିଖରୀୟ 11:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର! ତାହାର ବାହୁରେ ଓ ଡାହାଣ ଚକ୍ଷୁରେ ଖଡ୍ଗ ପଡ଼ିବ; ତାହାର ବାହୁ ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହେବ ଓ ତାହାର ଡାହାଣ ଚକ୍ଷୁ ସମ୍ପୂର୍ଣ୍ଣ ଅନ୍ଧ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର! ତାହାର ବାହୁରେ ଓ ଦକ୍ଷିଣ ଚକ୍ଷୁରେ ଖଡ଼୍ଗ ପଡ଼ିବ; ତାହାର ବାହୁ ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହେବ ଓ ତାହାର ଦକ୍ଷିଣ ଚକ୍ଷୁ ସର୍ବତୋଭାବେ ଅନ୍ଧକାରଗ୍ରସ୍ତ ହେବ। Viz kapitolaଓଡିଆ ବାଇବେଲ17 ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର ! ତାହାର ବାହୁରେ ଓ ଡାହାଣ ଚକ୍ଷୁରେ ଖଡ୍ଗ ପଡ଼ିବ; ତାହାର ବାହୁ ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହେବ ଓ ତାହାର ଡାହାଣ ଚକ୍ଷୁ ସମ୍ପୂର୍ଣ୍ଣ ଅନ୍ଧ ହେବ। Viz kapitolaପବିତ୍ର ବାଇବଲ17 ଯେ ଅଯୋଗ୍ୟ ମେଷପାଳକ, ସେ ପଲକୁ ତ୍ୟାଗ କରେ। ତାକୁ ଧିକ୍! ଖଡ଼୍ଗ ତା'ର ବାହୁକୁ ଏବଂ ତାଙ୍କ ଦକ୍ଷିଣ ଚକ୍ଷୁକୁ ଆଘାତ କରୁ। ତାହାର ବାହୁ ନିଶ୍ଚୟ ଶୁଷ୍କ ହେବ ଏବଂ ତାହାର ଦକ୍ଷିଣ ଚକ୍ଷୁ ନିଶ୍ଚୟ ଅନ୍ଧ ହୋଇଯିବ। Viz kapitola |