ଯିଖରୀୟ 11:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିରେ ମୁଁ ସେହି ବଧ ନିମନ୍ତେ ଥିବା ପଲକୁ, ଓ ପ୍ରକୃତ ପଲମାନଙ୍କୁ ଚରାଇଲି; ପୁଣି, ମୁଁ ଦୁଇଗୋଟି ଯଷ୍ଟି ନେଇ ଗୋଟିକର ନାମ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲି ଆଉ, ମୁଁ ପଲ ଚରାଇଲି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଥିରେ ମୁଁ ସେହି ବଧର ଅଧୀନ ପଲକୁ, ପ୍ରକୃତରେ ପଲର ଦୁଃଖୀମାନଙ୍କୁ ଚରାଇଲି। ପୁଣି, ମୁଁ ଦୁଇଗୋଟି ଯଷ୍ଟି ନେଲି; ଗୋଟିକର ନାମ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲି; ଆଉ, ମୁଁ ପଲ ଚରାଇଲି; Viz kapitolaଓଡିଆ ବାଇବେଲ7 ଏଥିରେ ମୁଁ ସେହି ବଧ ନିମନ୍ତେ ଥିବା ପଲକୁ, ଓ ପ୍ରକୃତ ପଲମାନଙ୍କୁ ଚରାଇଲି; ପୁଣି, ମୁଁ ଦୁଇଗୋଟି ଯଷ୍ଟି ନେଇ ଗୋଟିକର ନାମ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲି ଆଉ, ମୁଁ ପଲ ଚରାଇଲି। Viz kapitolaପବିତ୍ର ବାଇବଲ7 ତେଣୁ ବଧର ଯୋଗ୍ୟ ସେହି ମେଷପଲର ଆମ୍ଭେ ଯତ୍ନ ନେଲୁ, ଯେଉଁ ନିରୀହ ମେଷ ମରା ହେବାକୁ ଯାଉଥିଲେ, ଆମ୍ଭେ ଦୁଇଟି ଯଷ୍ଟି ନେଲୁ। ଜଣକୁ ଡାକିଲୁ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲୁ। ଏହିପରି ଆମ୍ଭେ ମେଷପଲର ଯତ୍ନ ନେଲୁ। Viz kapitola |