ଯିଖରୀୟ 12:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଯିହୁଦାର ଅଧ୍ୟକ୍ଷଗଣ ଆପଣା ଆପଣା ମନରେ କହିବେ, ‘ଯିରୂଶାଲମର ନିବାସୀମାନେ ଆମର ବଳ ସ୍ୱରୂପ ଅଟନ୍ତି କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଅଟନ୍ତି।’ Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି, ଯିହୁଦାର ଅଧ୍ୟକ୍ଷଗଣ ଆପଣା ଆପଣା ମନରେ କହିବେ, ଯିରୂଶାଲମର ନିବାସୀମାନେ ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ସାହାଯ୍ୟରେ ମୋର ବଳସ୍ଵରୂପ ଅଟନ୍ତି। Viz kapitolaଓଡିଆ ବାଇବେଲ5 ପୁଣି, ଯିହୁଦାର ଅଧ୍ୟକ୍ଷଗଣ ଆପଣା ଆପଣା ମନରେ କହିବେ, “ଯିରୂଶାଲମର ନିବାସୀମାନେ ଆମର ବଳସ୍ୱରୂପ ଅଟନ୍ତି କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଅଟନ୍ତି। Viz kapitolaପବିତ୍ର ବାଇବଲ5 ଯିହୁଦାର ପରିବାରର ନେତାଗଣ ଲୋକମାନଙ୍କୁ ଉତ୍ସାହିତ କରିବେ। ସେମାନେ କହିବେ, ‘ଯିରୁଶାଲମର ଲୋକମାନେ ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱରଙ୍କଠାରେ ଆସ୍ଥା ରଖନ୍ତି।’ Viz kapitola |