ଯିଖରୀୟ 12:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସେଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେଦିନ ସେ ଦାଉଦ ପରି ହେବ ଓ ଦାଉଦ-ବଂଶ ପରମେଶ୍ଵରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ। Viz kapitolaଓଡିଆ ବାଇବେଲ8 ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ-ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ। Viz kapitolaପବିତ୍ର ବାଇବଲ8 ସେହି ଦିନ ସଦାପ୍ରଭୁ ପୁନର୍ବାର ଯିରୁଶାଲମର ଲୋକମାନଙ୍କୁ ସୁରକ୍ଷା ଦେବେ। ଏପରିକି ସବୁଠାରୁ ଦୁର୍ବଳ ବ୍ୟକ୍ତି ମଧ୍ୟ ସେହି ଦିନ ଦାଉଦଙ୍କ ପରି ହେବ। ସେହି ଦିନ ଆଉ ମଧ୍ୟ ଦାଉଦଙ୍କ ପରିବାର ଲୋକ ଦେବତାଗଣଙ୍କ ପରି ଓ ସଦାପ୍ରଭୁଙ୍କ ଦୂତପରି ତାଙ୍କ ସମ୍ମୁଖରେ ହେବେ। Viz kapitola |