ଯିଖରୀୟ 13:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସେହି ଦିନ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ପ୍ରତ୍ୟେକେ ଆପଣା ଆପଣା ଦର୍ଶନ ବିଷୟରେ ଲଜ୍ଜିତ ହେବେ ଓ ପ୍ରତାରଣା କରିବା ପାଇଁ ସେମାନେ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି, ସେଦିନ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ପ୍ରତ୍ୟେକ ଆପଣା ଆପଣା ଦର୍ଶନ ବିଷୟରେ ଲଜ୍ଜିତ ହେବେ ଓ ପ୍ରତାରଣା କରିବା ପାଇଁ ସେମାନେ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ; Viz kapitolaଓଡିଆ ବାଇବେଲ4 ପୁଣି, ସେହି ଦିନ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ପ୍ରତ୍ୟେକେ ଆପଣା ଆପଣା ଦର୍ଶନ ବିଷୟରେ ଲଜ୍ଜିତ ହେବେ ଓ ପ୍ରତାରଣା କରିବା ପାଇଁ ସେମାନେ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ। Viz kapitolaପବିତ୍ର ବାଇବଲ4 ସେଦିନ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ନିଜର କଳ୍ପିତ ଦର୍ଶନ ପାଇଁ ଲଜ୍ଜିତ ହେବେ। ସେମାନେ ଭବିଷ୍ୟଦ୍ବକ୍ତା ପରି ପ୍ରତାରିତ କରିବା ପାଇଁ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ। Viz kapitola |