ଯିଖରୀୟ 14:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଗେବାଠାରୁ ଯିରୂଶାଲମର ଦକ୍ଷିଣସ୍ଥ ରିମ୍ମୋନ୍ ପର୍ଯ୍ୟନ୍ତ ସମସ୍ତ ଦେଶ ଆରବା ତୁଲ୍ୟ ପରିବର୍ତ୍ତିତ ହେବ; ଆଉ, ନଗର ଉନ୍ନତ ହୋଇ ବିନ୍ୟାମୀନ୍ର ଦ୍ୱାରଠାରୁ ପ୍ରଥମ ଦ୍ୱାରର ସ୍ଥାନ, ଅର୍ଥାତ୍, କୋଣର ଦ୍ୱାର ପର୍ଯ୍ୟନ୍ତ ଓ ହନନେଲର ଦୁର୍ଗଠାରୁ ରାଜାର ଦ୍ରାକ୍ଷାଯନ୍ତ୍ର ପର୍ଯ୍ୟନ୍ତ ଆପଣା ସ୍ଥାନରେ ବାସ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଗେବାଠାରୁ ଯିରୂଶାଲମର ଦକ୍ଷିଣସ୍ଥ ରିମ୍ମୋନ ପର୍ଯ୍ୟନ୍ତ ସମସ୍ତ ଦେଶ ଆରବା ତୁଲ୍ୟ ପରିବର୍ତ୍ତିତ ହେବ; ଆଉ,ନଗର ଉନ୍ନତ ହୋଇ ବିନ୍ୟାମୀନର ଦ୍ଵାରଠାରୁ ପ୍ରଥମ ଦ୍ଵାରର ସ୍ଥାନ, ଅର୍ଥାତ୍, କୋଣର ଦ୍ଵାର ପର୍ଯ୍ୟନ୍ତ ଓ ହନନେଲର ଦୁର୍ଗଠାରୁ ରାଜାର ଦ୍ରାକ୍ଷାଯନ୍ତ୍ର ପର୍ଯ୍ୟନ୍ତ ଆପଣା ସ୍ଥାନରେ ବାସ କରିବ। Viz kapitolaଓଡିଆ ବାଇବେଲ10 ଗେବାଠାରୁ ଯିରୂଶାଲମର ଦକ୍ଷିଣସ୍ଥ ରିମ୍ମୋନ୍ ପର୍ଯ୍ୟନ୍ତ ସମସ୍ତ ଦେଶ ଆରବା ତୁଲ୍ୟ ପରିବର୍ତ୍ତିତ ହେବ; ଆଉ, ନଗର ଉନ୍ନତ ହୋଇ ବିନ୍ୟାମୀନ୍ର ଦ୍ୱାରଠାରୁ ପ୍ରଥମ ଦ୍ୱାରର ସ୍ଥାନ, ଅର୍ଥାତ୍, କୋଣର ଦ୍ୱାର ପର୍ଯ୍ୟନ୍ତ ଓ ହନନେଲର ଦୁର୍ଗଠାରୁ ରାଜାର ଦ୍ରାକ୍ଷାଯନ୍ତ୍ର ପର୍ଯ୍ୟନ୍ତ ଆପଣା ସ୍ଥାନରେ ବାସ କରିବ। Viz kapitolaପବିତ୍ର ବାଇବଲ10 ଆଉ ମଧ୍ୟ ସେହି ସମୟରେ, ସମସ୍ତ ଦେଶ ଯିରୁଶାଲମର ଦକ୍ଷିଣ ଗେବାଠାରୁ ରିମ୍ମୋନ ପର୍ଯ୍ୟନ୍ତ ଭୂମି ସମତଳ ଭୂମିରେ ପରିଣତ ହେବ। କିନ୍ତୁ ଯିରୁଶାଲମ ତା’ ସ୍ଥାନରୁ ଉଚ୍ଚରେ ଠିଆ ହେବ। ଏହା ବିନ୍ୟାମୀନ ଫାଟକଠାରୁ ପ୍ରଥମ ଫାଟକ ପର୍ଯ୍ୟନ୍ତ ହନ୍ନେଲର କୋଣ ଫାଟକଠାରୁ ରାଜାଙ୍କର ଦ୍ରାକ୍ଷାକ୍ଷେତ୍ର ପର୍ଯ୍ୟନ୍ତ ବିସ୍ତୁତ ହେବ। Viz kapitola |