ଯିଖରୀୟ 14:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ, ଯେଉଁ ସକଳ ଗୋଷ୍ଠୀ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିଅଛନ୍ତି, ସଦାପ୍ରଭୁ ସେମାନଙ୍କୁ ଯେଉଁ ମହାମାରୀରେ ଆଘାତ କରିବେ, ତାହା ଏହି; ସେମାନେ ଆପଣା ଆପଣା ଚରଣରେ ଠିଆ ହେବା ବେଳେ ସେମାନଙ୍କର ମାଂସ କ୍ଷୟ ପାଇବ ଓ ସେମାନଙ୍କର ଚକ୍ଷୁ ଆପଣା ଆପଣା କୋରଡ଼ରେ କ୍ଷୟ ପାଇବ ଓ ସେମାନଙ୍କ ମୁଖରେ ସେମାନଙ୍କର ଜିହ୍ୱା କ୍ଷୟ ପାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆଉ, ଯେଉଁ ସକଳ ଗୋଷ୍ଠୀ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିଅଛନ୍ତି, ସଦାପ୍ରଭୁ ସେମାନଙ୍କୁ ଯେଉଁ ମାରୀରେ ଆଘାତ କରିବେ, ତାହା ଏହି; ସେମାନେ ଆପଣା ଆପଣା ଚରଣରେ ଠିଆ ହେବା ବେଳେ ସେମାନଙ୍କର ମାଂସ କ୍ଷୟ ପାଇବ ଓ ସେମାନଙ୍କର ଚକ୍ଷୁ ଆପଣା ଆପଣା କୋରଡ଼ରେ କ୍ଷୟ ପାଇବ ଓ ସେମାନଙ୍କ ମୁଖରେ ସେମାନଙ୍କର ଜିହ୍ଵା କ୍ଷୟ ପାଇବ। Viz kapitolaଓଡିଆ ବାଇବେଲ12 ଆଉ, ଯେଉଁ ସକଳ ଗୋଷ୍ଠୀ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିଅଛନ୍ତି, ସଦାପ୍ରଭୁ ସେମାନଙ୍କୁ ଯେଉଁ ମହାମାରୀରେ ଆଘାତ କରିବେ, ତାହା ଏହି; ସେମାନେ ଆପଣା ଆପଣା ଚରଣରେ ଠିଆ ହେବା ବେଳେ ସେମାନଙ୍କର ମାଂସ କ୍ଷୟ ପାଇବ ଓ ସେମାନଙ୍କର ଚକ୍ଷୁ ଆପଣା ଆପଣା କୋରଡ଼ରେ କ୍ଷୟ ପାଇବ ଓ ସେମାନଙ୍କ ମୁଖରେ ସେମାନଙ୍କର ଜିହ୍ୱା କ୍ଷୟ ପାଇବ। Viz kapitolaପବିତ୍ର ବାଇବଲ12 ଏହା ହେଉଛି ମହାମାରୀର ବିବରଣୀ। ସଦାପ୍ରଭୁ ଏହା ପଠାଇବେ, ସେହିମାନଙ୍କ ବିରୁଦ୍ଧରେ ଯେଉଁମାନେ ଯିରୁଶାଲମ ବିରୁଦ୍ଧରେ ଲଢ଼ୁଥିଲେ। ଲୋକମାନେ ଛିଡ଼ା ହୋଇ ଥିବା ବେଳେ ସେମାନଙ୍କର ଚର୍ମ ପଚିଯିବ। ସେମାନଙ୍କର ଚକ୍ଷୁ କୋଟର ମଧ୍ୟରେ ପଶିଯିବ ଓ ଜିହ୍ୱା ପାଟି ମଧ୍ୟରେ ପଶିଯିବ। Viz kapitola |