Online Bible

- Reklamy -




ଯିଖରୀୟ 14:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେହି ଦିନ ଅଶ୍ୱଗଣର ଘଣ୍ଟି ଏହି କଥା କହିବ, “ସଦାପ୍ରଭୁ ପବିତ୍ର” ଓ ସଦାପ୍ରଭୁଙ୍କ ଗୃହର ହାଣ୍ଡିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ପରି ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ସେଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ଏହି କଥା ଅଶ୍ଵଗଣର ଘଣ୍ଟିରେ ଲେଖା ହେବ ଓ ସଦାପ୍ରଭୁଙ୍କ ଗୃହର ହାଣ୍ତିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ତୁଲ୍ୟ ହେବ।

Viz kapitola kopírovat

ଓଡିଆ ବାଇବେଲ

20 ସେହି ଦିନ ଅଶ୍ୱଗଣର ଘଣ୍ଟି ଏହି କଥା କହିବ, “ସଦାପ୍ରଭୁ ପବିତ୍ର” ଓ ସଦାପ୍ରଭୁଙ୍କ ଗୃହର ହାଣ୍ଡିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ପରି ହେବ।

Viz kapitola kopírovat

ପବିତ୍ର ବାଇବଲ

20 ସେହି ଦିନ ‘ସଦାପ୍ରଭୁଙ୍କ ପବିତ୍ର’ ଏପରିକି ଅଶ୍ୱଗଣର ଘଣ୍ଟିରେ ମଧ୍ୟ ଲେଖାଯିବ। ଆଉ ମଧ୍ୟ ସଦାପ୍ରଭୁଙ୍କ ମନ୍ଦିରରେ ବ୍ୟବହୃତ ସମସ୍ତ ପାତ୍ର ଯଜ୍ଞବେଦିର ଜଳପାତ୍ର ତୁଲ୍ୟ ହେବ।

Viz kapitola kopírovat




ଯିଖରୀୟ 14:20

Následuj nás:

Reklamy


Reklamy