ଯିଖରୀୟ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ମୋʼ ର ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ମହିମାର୍ଥେ ସେ ମୋତେ ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ତାହାଙ୍କ ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ। Viz kapitolaଓଡିଆ ବାଇବେଲ8 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି “ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ମୋ’ର ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।” Viz kapitolaପବିତ୍ର ବାଇବଲ8 “ସେ ଆମ୍ଭକୁ ସେହି ଦେଶମାନଙ୍କଠାରୁ ତୁମ୍ଭମାନଙ୍କୁ ଫେରାଇ ଆଣିବା ପାଇଁ ପଠାଇଲେ, ଯେଉଁମାନେ ତୁମ୍ଭକୁ ଲୁଟିଥିଲେ। ତୁମ୍ଭେମାନେ ତାଙ୍କର ଗୌରବ। କାରଣ ଯିଏ ତୁମ୍ଭର କ୍ଷତି କରୁଛି ସେ ସେହି ଲୋକପାଇଁ କ୍ଷତି କରୁଛି ଯିଏ ପରମେଶ୍ୱରଙ୍କ ପାଇଁ ମୂଲ୍ୟବାନ। Viz kapitola |