Online Bible

- Reklamy -




ଯିଖରୀୟ 4:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି? ଯେଣୁ ସେମାନେ, ଅର୍ଥାତ୍‍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲ୍‍ଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି? ଯେଣୁ ସେମାନେ, ଅର୍ଥାତ୍, ସମୁଦାୟ ପୃଥିବୀ ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।

Viz kapitola kopírovat

ଓଡିଆ ବାଇବେଲ

10 କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି ? ଯେଣୁ ସେମାନେ, ଅର୍ଥାତ୍‍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲ୍‍ଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।

Viz kapitola kopírovat

ପବିତ୍ର ବାଇବଲ

10 ଯେଉଁମାନେ କି ଛୋଟ ଜିନିଷଗୁଡ଼ିକୁ ଘୃଣା କରନ୍ତି, ସେମାନେ ଆନନ୍ଦ କରିବେ, ଯେତେବେଳେ ସେମାନେ ଯିରୁବ୍ବାବିଲଙ୍କ ହାତରେ ଓଳମ ଦେଖିବେ। ବର୍ତ୍ତମାନ ଏହି ସାତୋଟି ପାର୍ଶ୍ୱ ସଦାପ୍ରଭୁଙ୍କର ଚକ୍ଷୁ, ଯାହା ସମଗ୍ର ପୃଥିବୀକୁ ଦେଖେ।”

Viz kapitola kopírovat




ଯିଖରୀୟ 4:10

Následuj nás:

Reklamy


Reklamy