ଯିଖରୀୟ 4:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏସବୁ କଅଣ, ଏହା କି ତୁମ୍ଭେ ଜାଣ ନାହିଁ?” ତହୁଁ ମୁଁ କହିଲି, “ହେ ମହାଶୟ, ଜାଣେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ତହିଁରେ ସେ ମୋତେ ଉତ୍ତର କରି କହିଲେ, ଏସବୁ କଅଣ, ଏହା କି ତୁମ୍ଭେ ଜାଣ ନାହିଁ? ତହୁଁ ମୁଁ କହିଲି, ହେ ମୋର ପ୍ରଭୁ, ଜାଣେ ନାହିଁ। Viz kapitolaଓଡିଆ ବାଇବେଲ13 ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏସବୁ କଅଣ, ଏହା କି ତୁମ୍ଭେ ଜାଣ ନାହିଁ ?” ତହୁଁ ମୁଁ କହିଲି, “ହେ ମହାଶୟ, ଜାଣେ ନାହିଁ।” Viz kapitolaପବିତ୍ର ବାଇବଲ13 ତା'ପରେ ସେହି ସ୍ୱର୍ଗଦୂତ ଉତ୍ତର କଲେ, “ତୁମ୍ଭେ ଏଗୁଡ଼ିକର ଅର୍ଥ କ’ଣ ଜାଣ ନାହିଁ?” ମୁଁ ଉତ୍ତର ଦେଲି, “ନା, ମୋର ମହାଶୟ!” Viz kapitola |