Online Bible

- Reklamy -




ଯିଖରୀୟ 4:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତୋଟି ନଳ ଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ସେ ମୋତେ କହିଲେ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତ ନଳ;

Viz kapitola kopírovat

ଓଡିଆ ବାଇବେଲ

2 ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତଟି ନଳ ଅଛି।

Viz kapitola kopírovat

ପବିତ୍ର ବାଇବଲ

2 ତାହାପରେ ସେହି ସ୍ୱର୍ଗଦୂତ ମୋତେ ପଗ୍ଭରିଲେ, “ତୁମ୍ଭେ କ’ଣ ଦେଖୁଛ?” ମୁଁ କହିଲି, “ମୁଁ ସମ୍ପୂର୍ଣ୍ଣ ସୁବର୍ଣ୍ଣର ଦୀପାଧାର ଦେଖୁଛି। ତାହାର ଉପରେ ଗୋଟିଏ ମାଠିଆ ଅଛି ଏବଂ ତା’ ଉପରେ ସାତୋଟି ପ୍ରଦୀପ ଅଛି, ଆଉ ମଧ୍ୟ ସେଠାରେ ଗୋଟିଏ ପାତ୍ର ଅଛି। ପ୍ରତ୍ୟେକ ପ୍ରଦୀପର ମୂଖନଳ ଅଛି ଓ ସେହି ନଳ ଦେଇ ପ୍ରଦୀପକୁ ତୈଳ ଆସୁଛି।

Viz kapitola kopírovat




ଯିଖରୀୟ 4:2

Následuj nás:

Reklamy


Reklamy