ଯିଖରୀୟ 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁରେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁର ଅର୍ଥ କʼଣ?” Viz kapitolaପବିତ୍ର ବାଇବଲ (Re-edited) - (BSI)4 ତହିଁରେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, ହେ ମୋର ପ୍ରଭୁ, ଏସବୁ କଅଣ? Viz kapitolaଓଡିଆ ବାଇବେଲ4 ତହିଁରେ ଯେଉଁ ଦୂତ ମୋ’ ସଙ୍ଗରେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁର ଅର୍ଥ କ’ଣ ?” Viz kapitolaପବିତ୍ର ବାଇବଲ4 ମୋ’ ସହିତ ଆଳାପ କରୁଥିବା ସ୍ୱର୍ଗଦୂତଙ୍କୁ ମୁଁ ପଗ୍ଭରିଲି, “ମୋର ମହାଶୟ, ଏଗୁଡ଼ିକ ସବୁ କ’ଣ?” Viz kapitola |