ଯିଖରୀୟ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ମୋତେ ଉତ୍ତର କରି କହିଲେ, “ଏସବୁର ଅର୍ଥ କଅଣ, ତାହା କି ତୁମ୍ଭେ ଜାଣି ନାହଁ?” ପୁଣି, ତହିଁରେ ମୁଁ କହିଲି, “ହେ ମହାଶୟ, ଜାଣି ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ମୋତେ ଉତ୍ତର କରି କହିଲେ, ଏସବୁ କଅଣ, ତାହା କି ତୁମ୍ଭେ ଜାଣି ନାହଁ? ପୁଣି, ତହିଁରେ ମୁଁ କହିଲି, ହେ ମୋର ପ୍ରଭୁ, ଜାଣୁ ନାହିଁ। Viz kapitolaଓଡିଆ ବାଇବେଲ5 ସେତେବେଳେ ଯେଉଁ ଦୂତ ମୋ’ ସଙ୍ଗରେ କଥା କହୁଥିଲେ, ସେ ମୋତେ ଉତ୍ତର କରି କହିଲେ, “ଏସବୁର ଅର୍ଥ କଅଣ, ତାହା କି ତୁମ୍ଭେ ଜାଣି ନାହଁ ?” ପୁଣି, ତହିଁରେ ମୁଁ କହିଲି, “ହେ ମହାଶୟ, ଜାଣି ନାହିଁ।” Viz kapitolaପବିତ୍ର ବାଇବଲ5 ମୋ’ ସହିତ ଆଳାପ କରୁଥିବା ସ୍ୱର୍ଗଦୂତ ଉତ୍ତର କଲେ, “ତୁମ୍ଭେ କ’ଣ ଜାଣ ନାହିଁ ଏଗୁଡ଼ିକ ସବୁ କ’ଣ?” ମୁଁ କହିଲି “ନାଁ, ମୋର ମହାଶୟ।” Viz kapitola |