ଯିଖରୀୟ 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହିଁରେ ସେ ମୋତେ ଉତ୍ତର କରି କହିଲେ, ଏହା ଯିରୁବ୍ବାବିଲଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ଵାରା ନୁହେଁ, କିଅବା ବଳ ଦ୍ଵାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ଵାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Viz kapitolaଓଡିଆ ବାଇବେଲ6 ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।” Viz kapitolaପବିତ୍ର ବାଇବଲ6 ସେ କହିଲେ, “ଏହା ଯିରୁବ୍ବାବିଲଙ୍କ ପ୍ରତି ସଦାପ୍ରଭୁଙ୍କ ବାର୍ତ୍ତା, ‘ଏହା ପରାକ୍ରମ କି ବଳଦ୍ୱାରା ନୁହେଁ, ଆମ୍ଭର ଆତ୍ମାରୁ ଆସିବ।’ ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କୁହନ୍ତି। Viz kapitola |