ଯିଖରୀୟ 5:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଉତ୍ତାରେ ମୁଁ ପୁନର୍ବାର ଊର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଉଡ଼ନ୍ତା ଏକ ନଳାକାର ପୁସ୍ତକ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ମୁଁ ପୁନର୍ବାର ଆପଣା ଚକ୍ଷୁ ଟେକି ଅନାଇଲି, ଆଉ ଦେଖ, ଉଡ଼ନ୍ତା ଏକ ନଳାକାର ପୁସ୍ତକ। Viz kapitolaଓଡିଆ ବାଇବେଲ1 ଏଉତ୍ତାରେ ମୁଁ ପୁନର୍ବାର ଉର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଉଡ଼ନ୍ତା ଏକ ନଳାକାର ପୁସ୍ତକ। Viz kapitolaପବିତ୍ର ବାଇବଲ1 ମୁଁ ପୁଣି ଊର୍ଦ୍ଧ୍ୱକୁ ଦୃଷ୍ଟି କଲି ଓ ଏକ ଉଡ଼ନ୍ତା ନଳାକାର ପୁସ୍ତକ ଦେଖିଲି। Viz kapitola |