ଯିଖରୀୟ 5:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତେବେ ସେ ମୋତେ କହିଲେ, ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ଵ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ଵ ଅନୁସାରେ ପରିଷ୍କୃତ ହେବ। Viz kapitolaଓଡିଆ ବାଇବେଲ3 ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ।” Viz kapitolaପବିତ୍ର ବାଇବଲ3 ତା'ପରେ ସେହି ସ୍ୱର୍ଗଦୂତ କହିଲେ, “ଏହି ନଳାକାର ପୁସ୍ତକରେ ଅଭିଶାପ ଅଛି, ଯାହା ସାରା ପୃଥିବୀ ବିରୁଦ୍ଧରେ ଯାଉଛି। ଏହା ଗ୍ଭେର ଏବଂ ମିଥ୍ୟାଶପଥକାରୀ ଦୁଇଜଣଙ୍କୁ ଅଭିଶାପ ଦିଏ, ଯେଉଁମାନେ ଦଣ୍ତିତ ନ ହୋଇ ଖସି ଯାଇଛନ୍ତି। Viz kapitola |