ଯିଖରୀୟ 5:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଉତ୍ତାରେ ମୋʼ ସଙ୍ଗେ ଯେଉଁ ଦୂତ କଥା କହୁଥିଲେ, ସେ ବାହାରେ ଆସି ମୋତେ କହିଲେ, “ଏବେ ତୁମ୍ଭେ ଊର୍ଦ୍ଧ୍ୱକୁ ଦୃଷ୍ଟି କର, ଏହି ଯାହା ଆସୁଅଛି, ତାହା କଅଣ?” Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏଉତ୍ତାରେ ମୋʼ ସଙ୍ଗେ ଯେଉଁ ଦୂତ କଥା କହୁଥିଲେ, ସେ ବାହାରେ ଆସି ମୋତେ କହିଲେ, ଏବେ ତୁମ୍ଭେ ଚକ୍ଷୁ ଟେକି ଦେଖ, ଏହି ଯାହା ବାହାରକୁ ଯାଉଅଛି, ତାହା କଅଣ। Viz kapitolaଓଡିଆ ବାଇବେଲ5 ଏଉତ୍ତାରେ ମୋ’ ସଙ୍ଗେ ଯେଉଁ ଦୂତ କଥା କହୁଥିଲେ, ସେ ବାହାରେ ଆସି ମୋତେ କହିଲେ, “ଏବେ ତୁମ୍ଭେ ଉର୍ଦ୍ଧ୍ୱକୁ ଦୃଷ୍ଟି କର, ଏହି ଯାହା ଅାସୁଅଛି, ତାହା କଅଣ ?” Viz kapitolaପବିତ୍ର ବାଇବଲ5 ମୋ’ ସହିତ ଆଳାପ କରୁଥିବା ସ୍ୱର୍ଗଦୂତ ବାହାରକୁ ଆସିଲେ। ମୋତେ କହିଲେ, “ଦେଖ, କ’ଣ ଆସୁଥିବାର ଦେଖୁଛ?” Viz kapitola |