ଯିଖରୀୟ 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସେ ମୋତେ କହିଲେ, “ଏହା ଦୁଷ୍ଟତା!” ଆଉ, ସେ ସେହି ସ୍ତ୍ରୀକୁ ପାତ୍ର ମଧ୍ୟରେ ପକାଇଦେଲେ ଓ ତହିଁର ମୁହଁକୁ ବନ୍ଦ କରିଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି, ସେ ମୋତେ କହିଲେ, ଏହା ଦୁଷ୍ଟତା ସ୍ଵରୂପା; ଆଉ, ସେ ସେହି ସ୍ତ୍ରୀକି ଐଫା ମଧ୍ୟରେ ପକାଇ ଦେଲେ ଓ ତହିଁର ର୍ମୁଁହରେ ସେହି ସୀସାର ଓଜନ ଦେଲେ। Viz kapitolaଓଡିଆ ବାଇବେଲ8 ପୁଣି, ସେ ମୋତେ କହିଲେ, “ଏହା ଦୁଷ୍ଟତା !” ଆଉ, ସେ ସେହି ସ୍ତ୍ରୀକୁ ପାତ୍ର ମଧ୍ୟରେ ପକାଇ ଦେଲେ ଓ ତହିଁର ମୁହଁକୁ ବନ୍ଦ କରି ଦେଲେ। Viz kapitolaପବିତ୍ର ବାଇବଲ8 ସ୍ୱର୍ଗଦୂତ କହିଲେ, “ଏହି ନାରୀ ଦୁଷ୍ଟପଣିଆର ପ୍ରତିନିଧି ସ୍ୱରୂପ।” ତା'ପରେ ସେ ସ୍ୱର୍ଗଦୂତ ସେହି ନାରୀକୁ ମାପ ଟୋକେଇ ଭିତରକୁ ଠେଲିଦେଇ ତାହାର ସୀମା ଘୋଡ଼ଣୀ ବନ୍ଦ କରିଦେଲେ। Viz kapitola |