ଯିଖରୀୟ 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେତେବେଳେ ମୁଁ ଊର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ସ୍ତ୍ରୀ ବାହାରି ଆସିଲେ, ଆଉ ସେମାନଙ୍କ ପକ୍ଷପୁଟରେ ବାୟୁ ଥିଲା; ସେମାନଙ୍କର ପକ୍ଷ ଚରଳର ପକ୍ଷ ପରି ଥିଲା, ପୁଣି ସେମାନେ ପୃଥିବୀ ଓ ଆକାଶ ମଧ୍ୟରେ ସେ ପାତ୍ରକୁ ଉଠାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେତେବେଳେ ମୁଁ ଆପଣା ଚକ୍ଷୁ ଟେକି ଦେଖିଲି, ଆଉ ଦେଖ, ଦୁଇ ସ୍ତ୍ରୀ ବାହାରି ଆସିଲେ, ଆଉ ସେମାନଙ୍କ ପକ୍ଷପୁଟରେ ବାୟୁ ଥିଲା; ସେମାନଙ୍କର ପକ୍ଷ ଚରଳର ପକ୍ଷ ପରି ଥିଲା, ପୁଣି ସେମାନେ ପୃଥିବୀ ଓ ଆକାଶ ମଧ୍ୟରେ ସେ ଐଫାକୁ ଉଠାଇଲେ। Viz kapitolaଓଡିଆ ବାଇବେଲ9 ସେତେବେଳେ ମୁଁ ଉର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ସ୍ତ୍ରୀ ବାହାରି ଆସିଲେ, ଆଉ ସେମାନଙ୍କ ପକ୍ଷପୁଟରେ ବାୟୁ ଥିଲା; ସେମାନଙ୍କର ପକ୍ଷ ଚରଳର ପକ୍ଷ ପରି ଥିଲା, ପୁଣି ସେମାନେ ପୃଥିବୀ ଓ ଆକାଶ ମଧ୍ୟରେ ସେ ପାତ୍ରକୁ ଉଠାଇଲେ। Viz kapitolaପବିତ୍ର ବାଇବଲ9 ତା'ପରେ ମୁଁ ଊର୍ଦ୍ଧ୍ୱକୁ ଦୃଷ୍ଟି କଲି ଏବଂ ସାରସ ପକ୍ଷୀ ପରି ପକ୍ଷୀଥିବା ଦୁଇଟି ନାରୀ ଦେଖିଲି। ସେମାନେ ଉଡ଼ି ଆସିଲେ ଏବଂ ସେମାନଙ୍କ ପକ୍ଷରେ ପବନ ଥିଲା। ସେମାନେ ସେ ମାପିବାର ଟୋକେଇକୁ ଉଠାଇଲେ ପୃଥିବୀ ଓ ସ୍ୱର୍ଗ ମଧ୍ୟରେ ବୋହି ନେଲେ। Viz kapitola |