ଯିଖରୀୟ 6:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଉତ୍ତାରେ ମୁଁ ପୁନର୍ବାର ମୁଁ ଊର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ପର୍ବତ ମଧ୍ୟରୁ ଚାରିଗୋଟି ରଥ ନିର୍ଗତ ହେଲା ସେହି ପର୍ବତ ପିତ୍ତଳମୟ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ମୁଁ ପୁନର୍ବାର ଚକ୍ଷୁ ଟେକି ଅନାଇଲି, ଆଉ ଦେଖ, ଦୁଇ ପର୍ବତ ମଧ୍ୟରୁ ଚାରିଗୋଟି ରଥ ନିର୍ଗତ ହେଲା; ସେହି ପର୍ବତ ପିତ୍ତଳମୟ ପର୍ବତ ଥିଲା। Viz kapitolaଓଡିଆ ବାଇବେଲ1 ଏଉତ୍ତାରେ ମୁଁ ପୁନର୍ବାର ମୁଁ ଉର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ପର୍ବତ ମଧ୍ୟରୁ ଚାରିଗୋଟି ରଥ ନିର୍ଗତ ହେଲା ସେହି ପର୍ବତ ପିତ୍ତଳମୟ ଥିଲା। Viz kapitolaପବିତ୍ର ବାଇବଲ1 ତା'ପରେ ମୁଁ ପୁନର୍ବାର ଅନାଇଲି ଓ ଦେଖିଲି, ଦୁଇଟି ତମ୍ବା ପର୍ବତ ମଧ୍ୟରୁ ଗ୍ଭରି ଗୋଟି ରଥ ନିର୍ଗତ ହେଲା। Viz kapitola |