ଯିଖରୀୟ 6:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ତାଙ୍କୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ! Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି, ତାଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ; ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେଣ; Viz kapitolaଓଡିଆ ବାଇବେଲ12 ପୁଣି, ତାଙ୍କୁ କୁହ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!” Viz kapitolaପବିତ୍ର ବାଇବଲ12 ତା'ପରେ ତାଙ୍କୁ କୁହ, ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ‘ଜଣେ ବ୍ୟକ୍ତି ଅଛନ୍ତି, ତାଙ୍କ ନାମ ଶାଖା, ସେ ତାଙ୍କ ସ୍ଥାନରୁ ଅଙ୍କୁରିତ ହେବେ ଏବଂ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ। Viz kapitola |