ଯିଖରୀୟ 6:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ, ତୃତୀୟ ରଥରେ ଶ୍ୱେତବର୍ଣ୍ଣ ଅଶ୍ୱଗଣ, ପୁଣି ଚତୁର୍ଥ ରଥରେ ବିନ୍ଦୁଚିତ୍ରିତ ପାଣ୍ଡୁରବର୍ଣ୍ଣ ଅଶ୍ୱଗଣ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଉ, ତୃତୀୟ ରଥରେ ଶ୍ଵେତବର୍ଣ୍ଣ ଅଶ୍ଵଗଣ, ପୁଣି ଚତୁର୍ଥ ରଥରେ ବିନ୍ଦୁଚିତ୍ରିତ ପାଣ୍ତୁରବର୍ଣ୍ଣ ଅଶ୍ଵଗଣ ଥିଲେ। Viz kapitolaଓଡିଆ ବାଇବେଲ3 ଆଉ, ତୃତୀୟ ରଥରେ ଶ୍ୱେତବର୍ଣ୍ଣ ଅଶ୍ୱଗଣ, ପୁଣି ଚତୁର୍ଥ ରଥରେ ବିନ୍ଦୁଚିତ୍ରିତ ପାଣ୍ଡୁରବର୍ଣ୍ଣ ଅଶ୍ୱଗଣ ଥିଲେ। Viz kapitolaପବିତ୍ର ବାଇବଲ3 ଧଳା ଅଶ୍ୱଗୁଡ଼ିକ ତୃତୀୟ ରଥକୁ ଓ ଚିତ୍ରବିଚିତ୍ର ଅଶ୍ୱଗୁଡ଼ିକ ଚତୁର୍ଥ ରଥକୁ ଟାଣୁଥିଲେ। ସେଗୁଡ଼ିକ ଶକ୍ତିଶାଳୀ ଅଶ୍ୱ ଥିଲେ। Viz kapitola |