ଯିଖରୀୟ 6:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେତେବେଳେ ସେ ମୋତେ ଡାକି କହିଲେ, “ଦେଖ, ଯେଉଁମାନେ ଉତ୍ତର ଦେଶ ଆଡ଼େ ଗମନ କରୁଅଛନ୍ତି, ସେମାନେ ଉତ୍ତର ଦେଶରେ ଆମ୍ଭର ଆତ୍ମାଙ୍କ ଇଚ୍ଛାନୁସାରେ କାର୍ଯ୍ୟ କରିଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ସେତେବେଳେ ସେ ମୋତେ ଡାକି କହିଲେ, ଦେଖ, ଯେଉଁମାନେ ଉତ୍ତର ଦେଶ ଆଡ଼େ ଗମନ କରୁଅଛନ୍ତି, ସେମାନେ ଉତ୍ତର ଦେଶରେ ଆମ୍ଭର ଆତ୍ମାକୁ ସୁସ୍ଥିର କରିଅଛନ୍ତି। Viz kapitolaଓଡିଆ ବାଇବେଲ8 ସେତେବେଳେ ସେ ମୋତେ ଡାକି କହିଲେ, “ଦେଖ, ଯେଉଁମାନେ ଉତ୍ତର ଦେଶ ଆଡ଼େ ଗମନ କରୁଅଛନ୍ତି, ସେମାନେ ଉତ୍ତର ଦେଶରେ ଆମ୍ଭର ଆତ୍ମାଙ୍କ ଇଚ୍ଛାନୁସାରେ କାର୍ଯ୍ୟ କରିଅଛନ୍ତି।” Viz kapitolaପବିତ୍ର ବାଇବଲ8 ତା'ପରେ ସଦାପ୍ରଭୁ ପାଟିକରି ମୋତେ କହିଲେ, “ଦେଖ, ସେହି ଅଶ୍ୱଗୁଡ଼ିକ ଯେଉଁମାନେ ଉତ୍ତର ଦେଶଆଡ଼କୁ ଯାଇଛନ୍ତି ଆମ୍ଭ ଆତ୍ମାକୁ ସେମାନେ ଉତ୍ତର ଦେଶରେ ସୁସ୍ଥିର କରିଅଛନ୍ତି।” Viz kapitola |