ଯିଖରୀୟ 7:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ, Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି, ସେ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହିଲେ, ଆମ୍ଭେ ଶୁଣିବା ନାହିଁ, Viz kapitolaଓଡିଆ ବାଇବେଲ13 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ, Viz kapitolaପବିତ୍ର ବାଇବଲ13 ଯେତେବେଳେ ସେମାନଙ୍କୁ ସେ ଡାକିଲେ, “ସେମାନେ ଶୁଣିଲେ ନାହିଁ। ସେଥିପାଇଁ ସେମାନେ ଯେତେବେଳେ ଆମ୍ଭକୁ ଡାକିବେ ଆମ୍ଭେ ମଧ୍ୟ ଶୁଣିବା ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହନ୍ତି। Viz kapitola |